Coldness Oriya Odia Meaning
ଜାଡ, ଥଣ୍ଡା, ଶୀତ
Definition
ତାପମାନ ଖସିଲେ ଶରୀରରେ ହେଉଥିବା ସେ ଅନୁଭୂତି ଯେଉଁଥିରେ କପଡ଼ାଆଦି ଘୋଡ଼ିବା ବା ଖରା, ନିଆଁଆଦି ପୋଇଁବା ପାଇଁ ଇଚ୍ଛା ହୁଏ
Example
ଆଜି ସକାଳୁ ମୋତେ ଥଣ୍ଡା ଲାଗୁଛି