Comment Oriya Odia Meaning
ଟିପ୍ପଣୀ
Definition
ଗୂଢ଼ ବାକ୍ୟଆଦିର ବିସ୍ତୃତ ଏବଂ ସ୍ପଷ୍ଟ ଅର୍ଥ ବ୍ୟକ୍ତ କରୁଥିବା ଛୋଟ ଲେଖା
Example
ଏହି ଗ୍ରନ୍ଥର ଗୂଢ଼ ବାକ୍ୟଗୁଡ଼ିକୁ ବୁଝାଇବା ନିମନ୍ତେ ସ୍ଥାନେ ସ୍ଥାନେ ଟିପ୍ପଣୀ ଦିଆଯାଇଛି