Console Oriya Odia Meaning
ବୁଝାଇବା, ସାନ୍ତ୍ବନା ଦେବା
Definition
ଇଆଡୁ ସେଆଡୁ କଥା କହି ଚିନ୍ତିତ ଓ ଦୁଃଖି ବ୍ୟକ୍ତିର ମନକୁ ଭୁଲାଇବା ବା ସାନ୍ତ୍ୱନା ଦେବା
Example
ଭେଣ୍ଡାପୁଅର ମୃତ୍ୟୁରେ ସେ ସଂତପ୍ତ ପରିବାରକୁ ସହୋଦର ଭଳି ସାନ୍ତ୍ୱନା ଦେଉଥିଲା