Grumble Oriya Odia Meaning
ଗର୍ଜ୍ଜିବା, ଗୁଣୁଗୁଣୁ ହେବା, ଘଡଘଡି ମାରିବା
Definition
କାହାରି ବ୍ୟବହାର, କାର୍ଯ୍ୟଆଦିରେ ଦୁଃଖୀ ହୋଇ ତାକୁ ବା ତାହାର କୌଣସି ସଂପର୍କୀୟକୁ ଉତ୍ପନ୍ନ ଦୁଃଖ ସମ୍ପର୍କରେ କହିବାର କ୍ରିୟା
Example
ମୋର ଆପଣଙ୍କ ବିଷୟରେ କିଛି ଅଭିଯୋଗ ନାହିଁ ,ଏବେ ଆପଣ ଯାଇପାରନ୍ତି / ତାଙ୍କର ମିଛ ଅଭିଯୋଗରେ ମତେ ଗାଳି ଶୁଣିବାକୁ ପଡ଼ିଲା