Haughtiness Oriya Odia Meaning
ଅହଂକାର, ଗର୍ବ, ଦମ୍ଭ, ଦମ୍ଭପୂର୍ଣ୍ଣତା, ଦର୍ପ, ଦର୍ପପୂର୍ଣ୍ଣତା
Definition
ନିଜେ ନିଜକୁ ନିଜଠାରୁ ବହୁତ ଅଧିକ ଯୋଗ୍ୟ, ସମର୍ଥ ବା ବଢ଼ିକରି ବିଚାର କରିବା ଭାବ
Example
ସବୁବେଳେ ଗର୍ବରେ ଛାତି ଫୁଲେଇ ଚାଲୁଥିବା ସାହୁକାରକୁ ଆଜି ସମସ୍ତଙ୍କ ସାମ୍ନାରେ ଲଜ୍ଜିତ ହେବାକୁ ପଡ଼ିଲା/ ଆମେ ଆଜି ଆମ ଦେଶକୁ ନେଇ ଗର୍ବ କରୁଛୁ