Semantic Oriya Odia Meaning
ଅର୍ଥଗତ
Definition
ସେହି ଅଭିପ୍ରାୟ ବା ଉଦ୍ଦେଶ୍ୟ ଯାହା କୌଣସି ଶବ୍ଦ,ପଦ ବା ବାକ୍ୟଆଦିରୁ ବାହାରେ ଏବଂ ଯାହାକୁ ବୁଝାଇବପାଇଁ ସେ ଶବ୍ଦ ବା ପଦ ଲୋକରେ ପ୍ରଚଳିତ ହୁଏ
Example
ବେଳେବେଳେ ସୁରଦାଶଙ୍କ ପଦର ଅର୍ଥ ବାହାର କରିବା କଷ୍ଟକର ହୋଇଥାଏ