Worry Oriya Odia Meaning
ଚିନ୍ତା କରିବା, ଚିନ୍ତା ହେବା, ଚିନ୍ତାଲାଗିବା, ଭାବିବା
Definition
ମନର ଅପ୍ରିୟ ବା କଷ୍ଟ ହେଲାଭଳି ଅବସ୍ଥା ବା କଥା ଯେଉଁଥିରୁ ମୁକ୍ତି ପାଇବା ପାଇଁ ସ୍ୱାଭାବିକ ପ୍ରବୃତ୍ତି ସୃଷ୍ଟି ହୋଇଥାଏ
Example
ମୋତେ ଦିନରାତି ଏହି ଚିନ୍ତା ଲାଗିରହିଛି ଯେ ମୁଁ ଏହି କାମ କିଭଳି ଶୀଘ୍ରଶୀଘ୍ର ଶେଷ କରିବି